ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ଼ ସଦସ୍ୟ ପଦରୁ ଇସ୍ତଫା ଦେଲେ ଅବନୀକାନ୍ତ ପଟ୍ଟନାୟକ

ଭୁବନେଶ୍ଵର ୪।୬: ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ଼ ସଦସ୍ୟ ପଦରୁ ଇସ୍ତଫା ଦେଲେ ଅବନୀକାନ୍ତ ପଟ୍ଟନାୟକ । ବରିଷ୍ଠ ପ୍ରଶାସନିକ ଅଧିକାରୀ ହେଉଛନ୍ତି ଅବନୀକାନ୍ତ ପଟ୍ଟନାୟକ । ସେ ତାଙ୍କ ଇସ୍ତଫା ପତ୍ର ମନ୍ଦିର ଟ୍ରଷ୍ଟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପ୍ରଦାନ କରିଛନ୍ତି । ଦୀର୍ଘ ବର୍ଷ ଧରି ସେ ଲିଙ୍ଗରାଜ ମନ୍ଦିରର ଟ୍ରଷ୍ଟ ବୋର୍ଡ଼ ସଦସ୍ୟ ଥିଲେ । ତାଙ୍କ ଇସ୍ତଫାର କାରଣ ସ୍ପଷ୍ଟ ହୋଇନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: