ଶ୍ରୀଜିଉଙ୍କୁ ଦର୍ଶନ କଲେ ମମତା ବାନାର୍ଜୀ

ପୁରୀ ,୨୨ା୩: ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କଡ଼ା ସୁରକ୍ଷା ବଳୟ ଭିତରେ ସେ  ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ମମତାଙ୍କୁ ସ୍ବାଗତ କରାଯାଇ ମନ୍ଦିରକୁ ପାଛୋଟି ନିଆଯାଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!