ଭୁବନେଶ୍ୱର,୬/୬: ନବୀନ ନିବାସରେ ବସିଛି ବୈଠକ । ମନ୍ତ୍ରୀମଣ୍ଡଳରୁ ବାଦ୍ ପଡିଥିବା ପୂର୍ବତନ ମନ୍ତ୍ରୀ ମାନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରୁଛନ୍ତି । ବିଭିନ୍ନ ପ୍ରସଙ୍ଗକୁ ନେଇ ୯ ପୂର୍ବତନ ମନ୍ତ୍ରୀଙ୍କ ସହ ଏହି ବୈଠକ ବସିଥିବା ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଛି । ମୁଖ୍ୟମନ୍ତ୍ରୀ ସମସ୍ତ ବିଦାୟୀ ମନ୍ତ୍ରୀଙ୍କୁ ସଂଗଠନ ବୁଝିବାନେଇ ନିର୍ଦେଶ ଦେଇଥିବା ଜଣାପଡ଼ିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |