ସମ୍ବଲପୁର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫-T ସଚିବ

ସମ୍ୱଲପୁର ,୨୧/୦୩ : ଆଜି ସମ୍ବଲପୁର ଗସ୍ତରେ   ୫-T ସଚିବ  । ସେ ଆଜି ସମ୍ବଲପୁର ଆସି ସମଲେଇ ପ୍ରୋଜେକ୍ଟର ସମୀକ୍ଷା କରିବେ ।ଆଜିର ଏହି ଗସ୍ତରେ ତାଙ୍କ ସହ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୂର୍ତ୍ତ ସଚିବ ଭିଭି ଯାଦବ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସେକ୍ରେଟାରୀ ଆର ଭିନିଲକ୍ରିଷ୍ଣା ସାମିଲ ଅଛନ୍ତି । ସମଲେଇ ମନ୍ଦିର ବୁଲିବା ସହ ମନ୍ଦିର ପୂଜକ, ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବେ । ପ୍ରଥମେ ଜମାଦାରପାଲି ଏୟାରଷ୍ଟ୍ରିପରେ ଓହ୍ଲାଇବା ପରେ ମନ୍ଦିର ପହଂଚିବେ । ଏନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: