ସର୍ଭିସ ରିଭଲଭର ରୁ ଗୁଳି ଫୁଟି ଗାଙ୍ଗପୁର ଥାନା ଅଧିକାରୀଙ୍କ ମୃତ୍ୟୁ

ଗଞ୍ଜାମ-୨୫/୦୪(ମନୋଜ କୁମାର ପାତ୍ର):ନିଜ ସର୍ଭିସ ରିଭଲଭର ରୁ ଆକସ୍ମିକ ଗୁଳି ଫୁଟି ଗଂଜାମ ଜିଲ୍ଲା ଗାଙ୍ଗପୁର ଥାନା ଭାରପ୍ରାପ୍ତ ଅଧିକାରୀ ଦେବ କୁମାର ଗମାଙ୍ଗ ଙ୍କ ମୃତ୍ୟୁ ଘଟିଥବା ଗଂଜାମ ଆରକ୍ଷୀ ଅଧିକ୍ଷକ ବ୍ରିଜେଶ ରାୟ ସୂଚନା ଦେଇଛନ୍ତି। ଦେହରେ ଗୁଳି ବାଜିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଆସ୍କା ହସ୍ପିଟାଲ ନିଆଯାଇଥିଲା ମାତ୍ର ସେଠାରେ ଦାୟିତ୍ୱରେ ଥିବା ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ପୋଲିସ ଉଚ୍ଚ ଅଧିକାରୀ ମାନେ ଘଟଣାସ୍ଥଳରେ ପହଂଛି ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବା ବେଳେ କେଉଁ ପରିସ୍ଥିରେ ଗୁଳି ଫୁଟିଲା ଓ ତାଙ୍କ ଦେହରେ ବାଜିଲା ତାହା ଜଣା ପଡ଼ିନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: