ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା, ୧୧ ଗିରଫ

ଯାଜପୁର,୨୧/୦୨: ଯାଜପୁରର ବିଞ୍ଝାରପୁର ବ୍ଲକ ବାଛୋଳରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୧୧ ଗିରଫ । ଗତକାଲି ନିର୍ବାଚନ ଖବର ସଂଗ୍ରହ କରିବାକୁ ଯାଇଥିବା ସମୟରେ ତିନିଟି ଗଣମାଧ୍ୟମ ସଂସ୍ଥାର କର୍ମଚାରୀଙ୍କୁ ଉତ୍ୟକ୍ତ ଲୋକମାନେ ଖୁବ୍ ମାଡ଼ ମାରିଥିଲା । ଯାହାର ଭିଡିଓ ମଧ୍ୟ ସାମନାକୁ ଆସିଥିଲା । ବର୍ତ୍ତମାନ ଏହି ମାମଲାରେ ଗିରଫଦାରୀ ସଂଖ୍ୟା ବଢ଼ିବାରେ ଲାଗିଛି ।  ଏଯାଏ ପୁଲିସ ୧୧ଜଣ ଅଭିଯୁକ୍ତିଙ୍କୁ ଗିରଫ କାରିଛି । ଗିରଫଙ୍କ ମଧ୍ୟରେ ୫ଜଣ ପୁରୁଷ ଓ ୬ଜଣ ମହିଳା ରହିଥିବା ଜଣାପଡ଼ିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!