ସେପ୍ଟେମ୍ବର ୨୮ରେ ହାଜର ହେବେ ବଲିଉଡ ଷ୍ଟାର ସଲମାନ ଖାନ୍

ମୁମ୍ବାଇ,୧୪ ।୯: ପୁଣି ଥରେ କୋର୍ଟରେ ହାଜର ହେବେ ବଲିଉଡ ଦବଙ୍ଗ ଷ୍ଟାର ସଲମାନ ଖାନ୍ । କୃଷ୍ଣକାୟ ମୃଗ ଶିକାର ମାମଲାରେ ଯୋଧପୁର କୋର୍ଟରେ ହାଜର ହେବାକୁ ଆଦେଶ ଦେଇଛନ୍ତି । ରାଜସ୍ଥାନର ଯୋଧପୁରରେ ସେପ୍ଟେମ୍ବର ୨୮ ତାରିଖରେ ହାଜର ହେବାକୁ ସଲମାନ ଖାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହି ମାମଲାରେ ଜିଲ୍ଲା ଜଜ୍ ଆଜି ନିର୍ଦ୍ଦେଶ ଜାରି କରିଛନ୍ତି । ଆଜି ହୋଇଥିବା ଏହି ଶୁଣାଣିରେ ସଲମାନଙ୍କ ଓକିଲ ହସ୍ତିମଲ ସାରସ୍ୱତ କୋର୍ଟରେ ଉପସ୍ଥିତ ଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!