ସେପ୍ଟେମ୍ବର ୫ ରେ ଯୁକ୍ତ ୨ କଳା ରେଜଲ୍ଟ

ଭୁବନେଶ୍ବର ୩।୮:     ଆସନ୍ତା ସେପ୍ଟେମ୍ବର ୫ରେ +୨ କଳା ରେଜଲ୍ଟ ପ୍ରକାଶ ପାଇବ । । ଏହାସହ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।   ଚଳିତ ବର୍ଷ କଳାରେ ୨ ଲକ୍ଷ ୨୦ ହଜାର ୪୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: