ହରସିମରତଙ୍କ ସ୍ଥାନରେ ନରେନ୍ଦ୍ର ସିଂହ ତୋମାର

ନୂଆଦିଲ୍ଲୀ,୧୮/୯: ହରସିମରତଙ୍କ ସ୍ଥାନରେ ନରେନ୍ଦ୍ର ସିଂହ ତୋମାରଙ୍କୁ ଦିଆଯାଇଛି ଅତିରିକ୍ତ ଦାୟିତ୍ୱ । ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରୀ ଭାବେ ତୋମାରଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।ତେବେ ଗତକାଲି କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ହରସିମରତ । ଅନ୍ୟପଟେ ହରସିମରତ କୌର ବାଦଲଙ୍କ ଇସ୍ତଫା ଗୃହୀତ ହାଇଛି । ହରସିମରତଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଇସ୍ତଫାପତ୍ର ଗୃହୀତ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ମିଳିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!