ହାଇୱେ ପାଟ୍ରୋଲିଂର ଶୁଭାରମ୍ଭ

ବାଲେଶ୍ୱର,୧ ।୨ : ବାଲେଶ୍ୱର ଜାତୀୟ ରାଜପଥରେ ହାଇୱେ ପାଟ୍ରୋଲିଂର ଶୁଭାରମ୍ଭ ହୋଇଛି । ରୁପସାରୁ ଶେରଗଡ ଟୋଲଗେଟ ଯାଏଁ ହାଇୱେ ପାଟ୍ରୋଲିଂ ହେବ । ଭିଡିସ କନଫରେନ୍ସିଂ ଜରିଆରେ ପାଟ୍ରୋଲିଂ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!