ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୩ : ଆଜି ହେଉଛି ହୋଲି ପର୍ବ। ରଙ୍ଗର ପର୍ବ ହୋଲିକୁ ନେଇ ସମସ୍ତେ ଖୁସି ଉଲ୍ଲାସରେ ପାଳନ କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ହୋଲିପର୍ବର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ରଙ୍ଗ ଓ ଆନନ୍ଦର ପବିତ୍ର ପର୍ବ ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ରାଧାଗୋବିନ୍ଦଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ।ରଙ୍ଗ ଓ ଆନନ୍ଦର ପବିତ୍ର ପର୍ବ ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ରାଧାଗୋବିନ୍ଦଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉରଙ୍ଗ ଓ ଆନନ୍ଦର ପବିତ୍ର ପର୍ବ ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ରାଧାଗୋବିନ୍ଦଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!