ଭୁବନେଶ୍ବର ,୧୮/୦୩ : ପବିତ୍ର ହୋଲି ଉତ୍ସବ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏହି ପର୍ବ ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ସମସ୍ତ ଓଡ଼ିଆଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରିଦେଉ ବୋଲି ସେ କାମନା କରିଛନ୍ତି ।ସେହିପରି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |