୨୪ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୮୧ ହଜାର ୪୮୪ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗୁଛି । ଗତ ୨୪ ଘଣ୍ଟାରେ ଦେଶରେ ୮୧ ହଜାର ୪୮୪  କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩ ଲକ୍ଷ ୯୪ ହଜାର ୦୬୮ ରେ ପହଞ୍ଚିଛି । ସେହିପରି ଗୋଟିଏ ଦିନରେ ୧,୦୯୫ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି । ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୯ ହଜାର ୭୭୩କୁ ବୃଦ୍ଧି ପାଇଛି । ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: