୨୪ଘଣ୍ଟାରେ ଦେଶରେ ୮୦,୪୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ:ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ୨୪ ଘଣ୍ଟାରେ ଦେଶରେ ୮୦ହଜାରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୬୨, ୨୫, ୭୬୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୧,୮୭,୮୨୫ ଜଣ ସୁସ୍ଥ ହୋଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: