୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୮୬ ହଜାର ୮୨୧ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ବାରେ ଲାଗିଛି । ୨୪ ଘଣ୍ଟାରେ ଦେଶରେ ୮୬ ହଜାର ୮୨୧  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩ ଲକ୍ଷ ୧୨ ହଜାର ୫୮୪ ରେ ପହଞ୍ଚିଛି । ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୮ ହଜାର ୬୭୮ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୪୦ ହଜାର ୭୦୫ ଜଣ ସକ୍ରିୟ ରୋଗୀ ଥିବାବେଳେ ୫୨ ଲକ୍ଷ ୭୩ ହଜାର ୨୦୧ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: