ଭୁବନେଶ୍ବର : ୨୪ ଘଣ୍ଟାରେ ରାଜ୍ୟରେ ୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୦୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜଣାପଡିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |