ଭୁବନେଶ୍ୱର ୫।୩ : ରାଜ୍ୟ ସରକାର ୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ ବୈଠକରେ ୫ ହଜାର ୮୨୭.୨୭ କୋଟି ଟଙ୍କାର ୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏଥିରେ ୨୫ ହଜାର ୨୯୨ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଏହି ବୈଠକରେ ନିଷ୍ପତ୍ତି ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |