୨ ଯାଏ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ବର,୨୭।୪  :ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ।    ଗ୍ରୀଷ୍ମର ପ୍ରକୋପ ବଢୁଥିବାରୁ ବୁଧବାର ଠାରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି। ଇଞ୍ଜିନିୟରିଂ କଲେଜ ଓ ଆଇଟିଆଇ ଛୁଟି ରହିବ।  ଏପ୍ରିଲ ୨୮ରୁ ମେ ୨ ତାରିଖ ପର୍ଯ୍ୟନ୍ତ ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ରହିବ।  କ୍ଲାସ ବନ୍ଦ ରହିଲେ ମଧ୍ୟ ଏହି ସମୟ ମଧ୍ୟରେ ହେବାକୁ ଥିବା ପରୀକ୍ଷା ଚାଲୁ ରହିବ।  ଏ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: