୩୧ ସନ୍ଧ୍ୟାରେ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ଫଳ

ଭୁବନେଶ୍ଵର୨୮/୭ : ୨୦୨୧ ମସିହା ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷାର ବିଜ୍ଞାନ ଓ ବାଣିଜ୍ୟ ଶିକ୍ଷା ପାଠ୍ୟକ୍ରମର ଫଳ ଆସନ୍ତା ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ। କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ପ୍ରକାଶ ନେଇ କାଗଜପତ୍ର ଯାଞ୍ଚକୁ ଅଧିକ ତ୍ବାରାନ୍ବିତ କରାଯାଇଛି। ୩୧ ତାରିଖ ପରେ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବଶୀଘ୍ର ପ୍ରକାଶନ ପାଇଁ ପରିଷଦ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି। ଏଥି ପାଇଁ ଅନୁମତି ନିମନ୍ତେ ପରିଷଦ ପକ୍ଷରୁ ସୁପ୍ରିମ କୋର୍ଟରେ ଯାଚିକା ଦାଖଲ କରାଯାଇଛି।ଖୁବଶୀଘ୍ର କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ପ୍ରକାଶନ ପାଇଁ ସମସ୍ତ ପ୍ରସ୍ତୁତି ଜାରି ରହିଛି ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: