ଭୁବନେଶ୍ବର ୨୪।୯: ଭୁବନେଶ୍ୱର କୋର୍ଟ ପରିସର ୩ ଦିନ ପାଇଁ ସିଲ୍ କରାଯାଇଛି। କୋର୍ଟର ୧୫ ଜଣ ଜୁଡିସିଆଲ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ଏହାସହ କୋର୍ଟ ପରିସରରେ ଥିବା ବାର୍ ଆସୋସିଏସନ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ ବୋଲି ଜଣାପଡିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |