୪ ଓଏଏସ୍‌ଙ୍କ ବଦଳି

ଭୁବନେଶ୍ୱର,୧୧/୦୬: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ର ୪ ଅଧିକାରୀଙ୍କ ବଦଳି ହୋଇଛି । ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ପ୍ରକାଶ ଚନ୍ଦ୍ର ମହାନ୍ତିଙ୍କୁ ପ୍ଲାନିଂ ଆଣ୍ଡ କନର୍ଭଜେନ୍ସ ବିଭାଗ ଅତିରିକ୍ତ ସଚିବ, ସୁବର୍ଣ୍ଣପୁର ଡିଆରଡିଏ ପିଡି ଦୋଳମଣି ପଟେଲଙ୍କୁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସୁବର୍ଣ୍ଣପୁର ଉପ ଜିଲ୍ଲାପାଳ ନିହାର ରଞ୍ଜନ କଅଁର ସୁବର୍ଣ୍ଣପୁର ଡିଆରଡିଏ ପିଡି ଭାବେ ଦାୟିତ୍ୱ ଦିଆଯାଇଛି । ସୁବର୍ଣ୍ଣପୁର ଉପ ଜିଲ୍ଲାପାଳ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କୁ ସବ୍‌ କଲେକ୍ଟର ଭାବେ ଦାୟିତ୍ୱ ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: