୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ମୁଖ୍ୟ କିରାଣୀ

କନ୍ଧମାଳ, ୪/୧୧: ୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ମୁଖ୍ୟ କିରାଣୀ । କନ୍ଧମାଳ ଜିଲ୍ଲା ବାଲିଗୁଡା ITDA ଅଫିସ୍ ମୁଖ୍ୟ କିରାଣୀ ବସନ୍ତ ପାଣି ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି ।  । ତେବେ କିରାଣୀ ଜଣଙ୍କ ୨ ଲକ୍ଷ ଟଙ୍କା ସୁରକ୍ଷା ଜମା ରିଲିଜ ପାଇଁ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ପରେ ତାଙ୍କ ଘରେ ଚଢାଉ କରିଥିଲା ଭିଜିଲାନ୍ସ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!