63

ଦିଲ୍ଲୀରେ ନୁହେଁ କଟକରେ ଶୁଣାଣି ହେବ ବର୍ଷା-ଅନୁଭବ ବିବାଦ

ଭୁବନେଶ୍ୱର,୫ ।୩: ଅଭିନେତା ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବିବାଦ ଜାରି ରହିଛି । ଏହାରି ମଧ୍ୟରେ କଟକ ଫ୍ୟାମିଲି କୋର୍ଟକୁ ମାମଲା ସ୍ଥାନାନ୍ତରିତ ହୋଇଛି । ପଟିଆଲା ହାଉସ୍ କୋର୍ଟ ନୁହେଁ ଏବେ କଟକରେ ମାମଲାର ଶୁଣାଣି ହେବ । ଆଜିର ଶୁଣାଣି ପରେ ଅନୁଭବଙ୍କ ଓକିଲ ନିଜର ପ୍ରତିକିୟା ପ୍ରକାଶ କରିଛନ୍ତି ଯେ, ‘ମାମଲା ସ୍ଥାନାନ୍ତର ପାଇଁ ପିଟିସନକୁ ଆମେ ବିରୋଧ କରିନଥିଲୁ । ଯଥାଶିଘ୍ର ମାମଲାର ଶୁଣାଣି ପାଇଁ କୋର୍ଟଙ୍କୁ ଅନୁରୋଧ କରାଯାଇଥିଲା । ପରବର୍ତ୍ତୀ ତାରିଖରେ କଟକ ଫ୍ୟାମିଲି କୋର୍ଟରେ ମାମଲାର ଶୁଣାଣି ହେବ ।’ ତେବେ ମାମଲାର ତ୍ୱରିତ ବିଚାର ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!