51

୧୭ ଜିଲ୍ଲାରେ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର, ୪ା୪ :ଆଜି ରାଜ୍ୟର ୧୭ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି ।ଏ ନେଇ ଜିଲ୍ଲାପାଳମାନଙ୍କୁ ଏସଆରସି ଚିଠି ଲେଖିଛନ୍ତି । ପାଣିପାଗ ବିଭାଗର ସୂଚନା ମୁତାବକ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, କଟକ, ଗଞ୍ଜାମ, ଯାଜପୁର, ଜଗତସିଂହପୁର, କେନ୍ଦୁଝର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନୟାଗଡ଼, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । ଏହି ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ହେବା ସହ ବର୍ଷା ଓ ଘଡ ଘଡିର ହେବାର ସମ୍ଭାବନା ଥିବା  ସୂଚନା ଦେଇଛି ପାଣିପାଗ ବିଭାଗ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!