34

ଦ୍ୱିତୀୟ ଡୋଜ୍ ନେଲେ ପ୍ରଧାନମନ୍ତ୍ରୀ

ନୁଆଦିଲ୍ଲୀ, ୮|୪  : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କରୋନା ଟିକାର ଦ୍ୱିତୀୟ ଡୋଜ୍ ଦିଲ୍ଲୀ ଏମସ୍ ରେ ନେଇଛନ୍ତି । ଏହାପୁର୍ବରୁ ସେ ମାର୍ଚ୍ଚ ୧ ତାରିଖରେ ପ୍ରଥମ ଡୋଜ୍ ନେଇଥିଲେ । ଏନେଇ ସେ ଆଜି ଟୁଇଟ୍ କରି ସୁଚନା ଦେଇଛନ୍ତି । ଏଥିସହ ସେ ଜନସାଧାରଣଙ୍କୁ ଅପିଲ୍ କରିଛନ୍ତି ଯେ, କୋ-ୱିନ୍ ଆପ୍ ରେ ପଞ୍ଜୀକରଣ କରି ଟିକା ନିଅନ୍ତୁ । କାରଣ ଟିକାକରଣ ହେଉଛି ଗୋଟିଏ ରାସ୍ତା, ଯଦ୍ୱାରା କରୋନା ଭୁତାଣୁ କୁ ହରାଯାଇ ପାରିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!