17

ପୁଣି ସିଲ୍‌ ହେଲା ଭୁବନେଶ୍ୱର ସ୍ଥିତ SBI ମୁଖ୍ୟ କାର୍ଯ୍ୟାଳୟ

ଭୁବନେଶ୍ୱର୮/୪: ଭୁବନେଶ୍ୱର ୟୁନିଟ-୧ ସ୍ଥିତ SBI ମୁଖ୍ୟ କାର୍ଯ୍ୟାଳୟକୁ ପୁଣି ସିଲ୍‌ କରାଯାଇଛି। ଅଧିକ କରୋନା ସଂକ୍ରମିତ ଚିହ୍ନଟ ହେବାରୁ ୪ ଦିନ ପାଇଁ ଭୁବନେଶ୍ୱର ମହାନଗର ନିଗମ(BMC) ପକ୍ଷରୁ ବ୍ୟାଙ୍କ୍‌କୁ ସିଲ୍‌ କରାଯାଇଛି।  ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ୯୬ ଘଣ୍ଟା ପର୍ଯ୍ୟନ୍ତ BMC ବ୍ୟାଙ୍କକୁ ସିଲ୍‌ କରିଛି।ସୂଚନାଥାଉ କି, ପୂର୍ବରୁ ବ୍ୟାଙ୍କରୁ ଏକାଧିକ ପଜିଟିଭ ଚିହ୍ନଟ ପରେ ୨ ଦିନ ପାଇଁ ବ୍ୟାଙ୍କ୍‌ ସିଲ୍ ହୋଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!