85

ଓଡ଼ିଆ ଚଳଚ୍ଚିତ୍ରର ଜଣାଶୁଣା ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ

ଭୁବନେଶ୍ଵର,୧୬/୮ : ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ସମ୍ପାଦକ ଦେବେନ ମିଶ୍ରଙ୍କର ଦେହାନ୍ତ ହୋଇଛି। ଶନିବାର ବିଳମ୍ବିତ ରାତିରେ ତାଙ୍କର ହୃଦଘାତ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତି ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ବର୍ଗତ ଦେବେନ ମିଶ୍ର ୫୦ ରୁ ଅଧିକ ଓଡ଼ିଆ ସିନେମାରେ ସମ୍ପାଦନା କରିଥିଲେ । ତାଙ୍କ ଅକାଳ ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!