51

ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ

ଭୁବନେଶ୍ବର,୩/୫: ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ। ପୁଣିଥରେ ଘୁଞ୍ଚିଲା ପିପିଲି ଉପନିର୍ବାଚନ। ରାଜ୍ୟରେ କୋଭିଡ ଲକ୍‌ଡାଉନ୍‌ କାରଣରୁ ସ୍ଥଗିତ ରହିଲା ପିପିଲି ଉପିନର୍ବାଚନ। ଏନେଇ ଭାରତୀୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ଏଥିସହିତ ପିପିଲି ସମେତ ପଶ୍ଚିମବଙ୍ଗର ୨ଟି ଆସନରେ ହେବାକୁ ଥିବା ଉପ ନିର୍ବାଚନ ସ୍ଥଗିତ ରଖିଛନ୍ତି ନିର୍ବାଚନ କମିଶନ। ଆସନ୍ତା ମେ’୧୬ ତାରିଖରେ ହୋଇଥାଆନ୍ତା ପିପିଲି ଉପନିର୍ବାଚନ।ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ରିପୋର୍ଟ ଆଧାରରେ ନିଷ୍ପତ୍ତି ନେଇଛନ୍ତି ନିର୍ବାଚନ କମିଶନ। ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଲା ଉପନିର୍ବାଚନ। ନିର୍ବାଚନ କମିଶନର ପିପିଲି ଉପନିର୍ବାଚନ ପାଇଁ ଆଉ ଏକ ବିଜ୍ଞପ୍ତି ପ୍ରକାଶ କରିବେ ବୋଲି ସୂଚନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!