36

ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଦିଲ୍ଲୀପ କୁମାର

ମୁମ୍ୱାଇ,୬/୬ : ଭେଟେରାନ ଅଭିନେତା ଦିଲୀପ କୁମାରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଲା । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପତ୍ନୀ ତଥା ବରିଷ୍ଠ ଅଭିନେତ୍ରୀ ସାଇରା ବାନୁ ଦିଲୀପଙ୍କ ଆଡମିଟ୍ ନେଇ ଗଣମାଧ୍ୟମକୁ ଜଣାଇଛନ୍ତି । ସାଇରା ବାନୁ କହିଛନ୍ତି ଯେ ଦିଲୀପ କୁମାରଙ୍କୁ ନିଶ୍ୱାସ ନେବାରେ ଅସୁବିଧା ହେଉଥିଲା ଏବଂ ଏହି କାରଣରୁ ତାଙ୍କୁ ଆଜି ସକାଳ ୮.୩୦ସମୟରେ ଖାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ଆପଣ ସମସ୍ତେ ତାଙ୍କ ପାଇଁ ପ୍ରାର୍ଥନା କରନ୍ତୁ ଯେ ସେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!