70

ରାଜ୍ୟରେ କରୋନା ନେଲା ୮ ଜୀବନ

ଭୁବନେଶ୍ୱର, ୨୦ା୮ :ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ରାଜ୍ୟରେ ଆଜି ୨୮୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧା , କଟକ, ଢ଼େଙ୍କାନାଳ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!