40

ମହାପ୍ରଭୁଙ୍କ ଗଜାନନ ବେଶରେ ପାଇଁ ପ୍ରସ୍ତୁତି ଆରମ୍ଭ

ପୁରୀ,୧୦/୦୬: ଚଳିତ ମାସ ୨୪ ତାରିଖରେ ସ୍ନାନ ପୂର୍ଣ୍ଣିମା । ମହାପ୍ରଭୁ ଗଜାନନ ବେଶରେ ଦର୍ଶନ ଦେବେ । ଏହି ବେଶ ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ହାତୀବେଶ ପ୍ରସ୍ତୁତିରେ ରାଘବ ଦାସ ମଠ ଓ ଗୋପାଳତୀର୍ଥ ମଠରେ କାମ ଆରମ୍ଭ ହୋଇଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର କରିଥିବା ଟୁଇଟରୁ ଜଣାପଡ଼ିଛି । ପରମ୍ପରା କ୍ରମେ ଏହି ମଠ ପ୍ରତିବର୍ଷ ହାତୀବେଶ ଯୋଗାଇ ଚାଲିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!