50

୨୪ ଘଣ୍ଟାରେ ଆଖି ବୁଜିଲେ ଚିକିତ୍ସାଧୀନ ୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧/୬ : ରାଜ୍ୟରେ ଲଗାତାର କରୋନା ମୃତ୍ୟୁ ଦୈନିକ ୪୦ ଅତିକ୍ରମ କରୁଛି। ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୩ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ମୃତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୫, ଅନୁଗୁଳ, ବରଗଡ,ସୁନ୍ଦରଗଡ ଓ କଟକରୁ ୪ ଲେଖାଏଁ, ବୌଦ୍ଧ ଓ କଳାହାଣ୍ଡିରୁ ୩ ଲେଖାଏଁ, ବାଲେଶ୍ୱର,ଗଞ୍ଜାମ,ଝାରସୁଗୁଡା,କେନ୍ଦ୍ରାପଡା,ରାୟଗଡା ଓ ପୁରୀରୁ ୨ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଢେଙ୍କାନାଳ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ ହଜାର ୨୧୦ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!