44

ରଜ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ୧୪/୬ : ଆଜି ଓଡିଶାର ଗଣପର୍ବ ରଜ। ପ୍ରତି ଘରେ ହସଖୁସିର ଆସର। ଏହି ଅବସରରେ ଓଡିଶା ତଥା ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରଜର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ ଯୋଗେ କହିଛନ୍ତି, ରଜର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳମୟ ଜୀବନ କାମନା କରୁଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!