18

ହୋଟେଲ ପାର୍କିଂରେ ଲାଗିଲା ନିଆଁ

ସମ୍ବଲପୁର ୨୧।୭: ସମ୍ବଲପୁରର ଏକ ହୋଟେଲର ପାର୍କିଂ ସ୍ଥଳରେ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବାହିନୀ କର୍ମଚାରୀ । ସମ୍ବଲପୁର ଲକ୍ଷ୍ମୀ ଟକିଜ୍ ନିକଟସ୍ଥ ଶୁଭମ୍ ହୋଟେଲର ପାର୍କିଂ ସ୍ଥଳରେ ହଠାତ୍ ନିଆଁ ଲାଗିଯାଇଥିଲା । ତେବେ ଖବର ପାଇ ଅଗ୍ନିଶମ ବାହିନୀ ପକ୍ଷରୁ ୨ଟି ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଛି । ତେବେ ଏଥିରେ ପାର୍କିଂ ସ୍ଥଳର ପେନାଲ ପୋଡି ନଷ୍ଟ ହୋଇଥିବାବେଳେ ଗାଡି ସବୁ ସୁରକ୍ଷିତ ଅଛି । ତେବେ ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!