Odian News
62

ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଚେନ୍ନାଇ

ଶାରଜା,୩୦/୦୯  : ୟୁଏଇର ଶାରଜା କ୍ରିକେଟ ଷ୍ଟାଡିୟମଠାରେ ଆଜି ଆଇପିଏଲର ୪୪ତମ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଓ ଚେନ୍ନାଇ ସୁପରକିଙ୍ଗସ ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ ଚେନ୍ନାଇ ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ପଏଣ୍ଟ ଟେବୁଲକୁ ଦେଖିଲେ ଉଭୟ ଦଳର ସ୍ଥିତିରେ ଆକାଶ-ପାତାଳ ତଫାତ୍ ଦେଖାଯାଉଛି । ଚେନ୍ନାଇ ୧୬ ପଏଣ୍ଟ ସହ ପଏଣ୍ଟ ଟେବୁଲର ୧ମ ସ୍ଥାନରେ ଥିବାବେଳେ ହାଇଦ୍ରାବାଦ ମାତ୍ର ୪ ପଏଣ୍ଟ ପାଇ ପଏଣ୍ଟ ଟେବୁଲର ସବୁଠାରୁ ତଳେ ରହିଛି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!