Odian News
12

୨ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ କୋଭାକ୍ସିନକୁ ମିଳିଲା ଅନୁମତି

ନୂଆଦିଲ୍ଲୀ:  ଡ୍ରଗ୍ସ କ​ଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ ପିଲାଙ୍କ ପାଇଁ ଟିକାକରଣକୁ ମଞ୍ଜୁରୀ ଦେଇଛନ୍ତି। ଭାରତ ସରକାର ୨ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ଅନୁମୋଦନ କରିଛନ୍ତି। ଏଥିସହ କୋଭାକ୍ସିନ୍ ଦେଶର ପ୍ରଥମ ଟିକା ହୋଇପାରିଛି, ଯାହା ପିଲାମାନଙ୍କ ଉପରେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମୋଦିତ ହୋଇଛି। ଭାରତ ବାୟୋଟେକ୍‌ ଓ ଆଇସିଏମଆର ମିଳିତ ଭାବେ କୋଭାକ୍ସିନକୁ ପ୍ରସ୍ତୁତ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!