Odian News
37

ରାଜ୍ୟ କଂଗ୍ରେସ ଭବନରେ ଭଙ୍ଗାରୁଜା

ଭୁବନେଶ୍ବର ୧୩।୧୦: ରାଜ୍ୟ କଂଗ୍ରେସ ଭବନରେ ବ୍ୟାପକ ଭଙ୍ଗାରୁଜା । ଯୁବ କଂଗ୍ରେସ ଅଫିସ୍ ତାଲା ଭାଙ୍ଗି କିଛି ଯୁବକ ଅଫିସ୍ ଭିତରେ ପଶି ଭଙ୍ଗାରୁଜା କରିଛନ୍ତି । ବୁଧବାର ସକାଳ ୬ଟା ବେଳେ ଏଭଳି ଘଟଣା ଘଟିଥିବା ଜଣାପଡୁଛି । କିଛି ଯୁବକ ଯୁବ କଂଗ୍ରେସ ଅଫିସ ତାଲାଭାଙ୍ଗି ଭଙ୍ଗାରୁଜା କରିଛନ୍ତି । ତେବେ ଭଙ୍ଗାରୁଜା କରିବା ପରେ ଉକ୍ତ ଯୁବକମାନେ ଘଟଣାସ୍ଥଳରୁ ପଳାଇ ଯାଇଥିବା ଜଣାପଡ଼ିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!