Odian News
18

୧୩ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ବର ,୧୩/୧୦ : ରାଜ୍ୟର ଉତ୍ତର ଓ ଉପକୂଳ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କରାଯାଇଛି ।  ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ ଏବଂ ଢେଙ୍କାନାଳ ଏହି ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!