Odian News
36

ମର୍ଣ୍ଣିଂ ୱାକ୍ ସମୟରେ  ଦୁର୍ଘଟଣା

ନୟାଗଡ଼,୧୪।୧୦: ମର୍ଣ୍ଣିଂ ୱାକ୍ ସମୟରେ  ଦୁର୍ଘଟଣା  | ଏଥିରେ ୨ ଜଣ ମହିଳା ମୃତ୍ୟୁବରଣ  କରିଥିବା  ବେଳେ ଜଣେ ଗୁରୁତର ହୋଇଛନ୍ତି । ନୟାଗଡ଼-ଖୋର୍ଦ୍ଧା ରାସ୍ତାର ସଁପଡ଼ା ନିକଟରେ ମହିଳାମାନଙ୍କ ଉପରେ ଗାଡ଼ି ଚଢ଼ିଯିବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ତିନି ଜଣ ମହିଳା ରାସ୍ତାରେ ଯାଉଥିବା ସମୟରେ ସେମାନଙ୍କ ଉପରେ ଏକ ଟ୍ରକ୍ ମାଡ଼ିଯାଇଥିଲା । ଦୁଇ ଜଣ ମହିଳା ପ୍ରାଣ ହରାଇଥିବା ବେଳେ ଗୁରୁତର ମହିଳାଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!