Odian News
23

ଗୋଟିଏ ଫିଲ୍ମ ପାଇଁ ଦାବି କଲେ ୧୫୦ କୋଟି : ଅଭିନେତା ପ୍ରଭାସ

ମୁମ୍ବାଇ ,୧୪/୧୦ : ବର୍ତ୍ତମାନ  ଖବର ସାମ୍ନାକୁ ଆସୁଛି ଯେ ପ୍ରଭାସ ତାଙ୍କ ଫିସ୍ ବଢେଇ ୧୫୦ କୋଟି କରି ଦେଇଛନ୍ତି । କବୀର ସିଂହ ନିର୍ଦ୍ଦେଶକ ସନ୍ଦୀପ ରେଡ୍ଡୀ ୱାଙ୍ଗାଙ୍କ ଫିଲ୍ମ ପାଇଁ ପ୍ରଭାସ ୧୫୦କୋଟି ଟଙ୍କା ଦାବି କରିଛନ୍ତି। ସୂଚନା ଅନୁଯାୟୀ ପ୍ରଭାବ ଯେଉଁ ଫିଲ୍ମ ବି ସାଇନ୍ କରୁଛନ୍ତି ୧୦୦ କୋଟି ନେବେ ବୋଲି ଦାବି କରୁଛନ୍ତି । ତେଣୁ ନିର୍ମାତାମାନେ ବିନା ଆପତ୍ତିରେ ତାଙ୍କୁ ୧୦୦ କୋଟି ଦେବା ନେଇ ପ୍ରସ୍ତୁତ ମଧ୍ୟ ଅଛନ୍ତି । କିନ୍ତୁ ସନ୍ଦୀପ ରେଡ୍ଡୀ ୱାଙ୍ଗାଙ୍କ ଫିଲ୍ମ ପାଇଁ ପ୍ରଭାସ ୧୫୦କୋଟି ମାଗିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!