Odian News
43

ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର ,୧୮/୧୧: ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ଓଏସବିଏଚଡବ୍ଲୁ ପୂର୍ବତନ ଡେପୁଟୀ ମ୍ୟାନେଜର ପ୍ରତାପଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ଅପରାଗତା ଓ ଦୁର୍ନୀତି କାରବାର ପାଇଁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଜଣାପଡିଛି । ବ୍ୟାପକ ଦୁର୍ନୀତି ଅଭିଯୋଗରେ ପ୍ରତାପଙ୍କୁ ନିଲମ୍ବିତ କରାଯାଇଛି । ଘରେ ରେଡ ବେଳେ ପ୍ରାୟ ୧୫ କୋଟିର ସମ୍ପତ୍ତି ଠାବ କରାଯାଇଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!