Odian News
33

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୩/୧୧:  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଅପରାହ୍ନ ୫.୩୦ରେ ମନ୍ତ୍ରୀ ପରିଷଦ ବୈଠକ ଓ ପରେ ୫.୪୫ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ଏପରିକି କେତେକ ମହତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ବାଜିପାରେ ବୋଲି ଆଶା କରାଯାଉଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!