Odian News
39

ଓଡ଼ିଆ ପୁଅ ଚଣ୍ଡିପ୍ରସାଦ ମହାନ୍ତିଙ୍କୁ ମିଳିଲା ପରମ ବିଶିଷ୍ଟ ସେବା ମେଡାଲ୍‌

ନୂଆଦିଲ୍ଲୀ, ୨୩।୧୧: ଭାରତୀୟ ସ୍ଥଳ ସେନା ଉପମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ୍‌ ଭାବେ ଦ୍ୱାୟିତ୍ୱରେ ଥିବା ଓଡ଼ିଆ ପୁଅ ଚଣ୍ଡି ପ୍ରସାଦ ମହାନ୍ତିଙ୍କୁ    ମିଳିଲା ପରମ ବିଶିଷ୍ଟ ସେବା ପଦକ ।  ଆଜି ଏକ ସ୍ୱତନ୍ତ୍ର ଉତ୍ସବରେ ତାଙ୍କୁ ପରମ ବିଶିଷ୍ଟ ସେବା ପଦକ ସହ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେନାରେ ନିଜ କାର୍ଯ୍ୟ ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!