Odian News
63

ସୌରଭ ଗାଙ୍ଗୁଲି କୋଭିଡ ଆକ୍ରାନ୍ତ; ଡାକ୍ତରଖାନାରେ ଭର୍ତ୍ତି

କୋଲକାତା,୨୮/୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି କୋଭିଡ-୧୯ରେ ଆକ୍ରାନ୍ତ ହୋଇଛନ୍ତି । ସେ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବାପରେ ତାଙ୍କୁ ସ୍ଥାନୀୟ ଏକ ହାସପାତାଳରେ ଭର୍ତ୍ତି କରାଯାଇଥିବା ବିସିସିଆଇ ସୂତ୍ରରୁ ଜଣାଯାଇଛି । ତାଙ୍କ ଅବସ୍ଥା ଭଲ ଥିବା ଚିକିତ୍ସାକାରୀ ଡାକ୍ତରମାନେ କହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!