Odian News
34

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଲତା ମଙ୍ଗେସକର

ନୂଆଦିଲ୍ଲୀ,୧୧/୧: ସୁରସାମ୍ରାଜ୍ଞୀ ଭାରତରତ୍ନ ଲତା ମଙ୍ଗେସକର ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଅସୁସ୍ଥ ଅନୁଭବ କରିବା ପରେ ୯୨ ବର୍ଷୀୟ ବର୍ଷୀୟାନ୍‌ ଗାୟିକା ଲତା ମଙ୍ଗେସକରଙ୍କୁ ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲ୍‌(Breach Candy Hospital)ରେ ଭର୍ତ୍ତି କରାଯାଇଛି।  ବର୍ତ୍ତମାନ ICUରେ ତାଙ୍କର ଚିକିତ୍ସା ଚାଲିଛି। ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଲତା ମଙ୍ଗେସକରଙ୍କ ଭାଣିଜୀ ରଚନା ସୂଚନା ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!