Odian News
48

୧୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ବନ୍ଦ

କଟକ ୧୨/୧: ହାଇକୋର୍ଟ ୫ ଦିନ ସଟଡାଉନ । ଆସନ୍ତାକାଲିଠୁ ଅର୍ଥାତ୍ ଗୁରୁବାରଠୁ ୧୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ସଟଡାଉନ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ହାଇକୋର୍ଟ ଏମିତି ନିଷ୍ପତ୍ତି ନେଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!