27

୨୪ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୭୪୪୪୨ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ ୦୫/୧୦: ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।  ୨୪ଘଣ୍ଟା ମଧ୍ୟରେ ଦେଶରେ ୭୪,୪୪୨ଜଣ କରୋନା ଆକ୍ରାନ୍ତ  ଚିହ୍ନଟ ହୋଇଥିବା ବେଳେ ୯୦୩ଜଣଙ୍କ ମୃତ୍ୟୁ ହୋଇଛି ।  ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!