37

ରାଜ୍ୟରେ ୨୬୨୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, ୧୨/୧୦: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ବଢି ଚାଲିଛି । ଆଜି ରାଜ୍ୟରେ  ୨୬୨୩ କରୋନା ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୦୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫୪୬୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!