ନୂଆଦିଲ୍ଲୀ ୧୬/୧୦: ଲୋକପ୍ରିୟ କଣ୍ଠଶିଳ୍ପୀ କୁମାର ସାନୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେ କରୋନା ଟେଷ୍ଟ କରିବାରୁ ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ଏବେ ସେ ଆଇସୋଲେସନରେ ଅଛନ୍ତି । କୁମାର ସାନୁ କରୋନାରେ ଆକ୍ରାନ୍ତ ହେବା ଜଣାପଡ଼ିବା ପରେ ଟ୍ବିଟରରେ #kumarsanu ଟ୍ରେଣ୍ଡ କରୁଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |