64

ନିଟ୍ ରେ ଶତପ୍ରତିଶତ ନମ୍ବର ରଖି ଓଡ଼ିଶାର ସୋଏବ ଅଫତାବ୍ ଟପ୍ପର

ଭୁବନେଶ୍ୱର୧୬/୧୦ : ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାସନାଲ୍ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍)ର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ୧୮ବର୍ଷୀୟ ସୋଏବ ଅଫତାବ୍ ଟପ୍ପର ହୋଇଛନ୍ତି। ସେ ୭୨୦ରୁ ୭୨୦ ଶତପ୍ରତିଶତ ନମ୍ବର ରଖି ଟପ୍ପର ହୋଇଛନ୍ତି। ସୋଏବ ରାଉରକେଲାର ହୋଇଥିବା ଜଣାପଡିଛ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!